ଓଡ଼ିଶା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନାମଲେଖା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ମାସ ୧୫ ତାରିଖ ସୁଦ୍ଧା ହେବ ବୋଲି ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟର ୩୧୪ଟି ଆଦର୍ଶ ବିଦ୍ୟାଳୟ ଏବଂ ୫ଟି ମାଇନିଂ ଆଦର୍ଶ ବିଦ୍ୟାଳୟରେ ପ୍ରବେଶିକା ପରୀକ୍ଷା ପାଇଁ ଚଳିତମାସ ୧ ତାରିଖରୁ ଆବେଦନ ପଞ୍ଜିକରଣ ପ୍ରକ୍ରିୟା ଚାଲିଛି । ଆଦର୍ଶ ବିଦ୍ୟାଳୟ ୱେବ୍‍ସାଇଟରେ oav.edu.in ଇଚ୍ଛୁକ ଛାତ୍ରଛାତ୍ରୀମାନେ ଚଳିତମାସ ୨୦ ତାରିଖ ସୁଦ୍ଧା ଆବେଦନ କରିପାରିବେ ।

Related Articles

Back to top button