ଅନ୍ତର୍ଜାତୀୟ

ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧର ଏକ ମାସ ପୂରଣ

ନଭେମ୍ବର ୭ରେ, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧର ଏକ ମାସ ପୂରଣ ହୋଇଛି। ତଥାପି, ଏହି ଶେଷ ହେବା ପରି ମନେ ହେଉନାହିଁ। ଅକ୍ଟୋବର ୨୦,୨୦୨୩ରେ ହମାସ ହଠାତ୍‌ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲା, ଯେଉଁଥିରେ ଅତି କମରେ ୧୪୦୦ ଇସ୍ରାଏଲ ନାଗରିକ ନିହତ ହୋଇଥିଲେ ଏବଂ ହମାସ ଯୋଦ୍ଧାମାନେ ୨୪୦ ଲୋକଙ୍କୁ ବନ୍ଧକ ରଖିଥିଲେ।

ବର୍ତ୍ତମାନ ପର୍ଯ୍ୟନ୍ତ ଇସ୍ରାଏଲ ସେନା ଗାଜା ଷ୍ଟ୍ରିପ ଉପରେ ବୋମା ବର୍ଷା କରୁଛନ୍ତି ଯେଉଁଥିରେ ୧୦ହଜାରରୁ ଅଧିକ ପାଲେଷ୍ଟାଇନୀୟଙ୍କର ମୃତ୍ୟୁ ଘଟିଛି।

Related Articles

Back to top button