Breaking Newsଓଡ଼ିଶା

ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ନଭେମ୍ବର ୨୦ ତାରିଖରେ ସେ ଦୁଇ ଦିନିଆ ଗସ୍ତରେ ଆସୁଥିବା ସୂଚନା ମିଳିଛି । କିନ୍ତୁ ଏନେଇ ରାଷ୍ଟ୍ରପତି ଭବନରୁ କୌଣସି ସୂଚନା ଦିଆଯାଇନାହିଁ ।

ମାତ୍ର ମହାମହିମ ରାଷ୍ଟ୍ରପତି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । ତେବେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ଏହି ମନ୍ତବ୍ୟରୁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଥିବା ନେଇ ସଂକେତ ମିଳିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com