ଓଡ଼ିଶା

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଦୀପାବଳି ପାଇଁ ଗାଇଡ୍‌ ଲାଇନ ଜାରି

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଦୀପାବଳି ପାଇଁ ଗାଇଡ୍‌ ଲାଇନ ଜାରି କରାଯାଇଛି। ୧୨୫ ଡେସିବଲରୁ ଊର୍ଦ୍ଧ୍ୱ ଶବ୍ଦ ସୃଷ୍ଟି କରୁଥିବା ବାଣ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି।

ରାତି ୧୦ଟାରୁ ସକାଳ ୬ଟା ଯାଏ ବାଣ ଫୁଟାଇବା ଉପରେ କଟକଣା ଜାରି କରାଯାଇଛି। ୧୨୫ ଡେସିବଲରୁ ଊର୍ଦ୍ଧ୍ୱ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି। ଏଥିସହିତ ଅତି ଉଚ୍ଚ ଶବ୍ଦ କରୁଥିବା ଯନ୍ତ୍ରାଂଶ, ଡିଜେ ଆଦି ୬୫ ଡେସିବଲକୁ ଅତିକ୍ରମ ନ କରିବାକୁ ପରାମର୍ଶ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com