ମନୋରଞ୍ଜନ

ସାଉଥ ଷ୍ଟାର ବରୁଣ ତେଜଙ୍କ ବିବାହକୁ ନେଇ ଚର୍ଚ୍ଚା

ନଭେମ୍ବର ୧ରେ ଇଟାଲୀରେ ବରୁଣ-ଲାବନ୍ୟାଙ୍କ ବିବାହ ହୋଇଥିଲା। କିଛି ଦିନ ହେଲାଣି ସାଉଥ ଷ୍ଟାର ବରୁଣ ତେଜଙ୍କ ବିବାହକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ଜୁନ୍ ୯ରେ ଅଭିନେତ୍ରୀ ଲାବନ୍ୟା ତ୍ରିପାଠୀଙ୍କ ସହ ନିର୍ବନ୍ଧ କରିଥିଲେ ବରୁଣ।

ନିର୍ବନ୍ଧ ସରିବା ପରେ ନଭେମ୍ବର ୧ରେ ଦୁହେଁ ଇଟାଲୀରେ ବିବାହ କରିଥିଲେ । ଉଭୟଙ୍କ ପରିବାରର ଉପସ୍ଥିତିରେ ବରୁଣ ଓ ଲାବନ୍ୟା ଇଟାଲୀରେ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ବେଳେ ଏବେ ଦୁହିଁଙ୍କ ବିବାହ ଭିଡିଓ ବିକ୍ରି ହୋଇଛି।

Related Articles

Back to top button