ଓଡ଼ିଶା

ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କବାୟୁ ପ୍ରବାହ ପାଇଁ ପାଗ ଅନୁକୂଳ

ପଶ୍ଚିମା ଝଡ଼ ପ୍ରଭାବରେ ଗତ କିଛି ଦିନ ହେବ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିଥିଲା। ବର୍ଷା କମିବା ସହ ବର୍ତ୍ତମାନ ରାଜ୍ୟକୁ ଉତ୍ତର ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କବାୟୁ ପ୍ରବାହ ପାଇଁ ପାଗ ଅନୁକୂଳ ହୋଇଛି।

ଫଳରେ ଆସନ୍ତା ୩ ଦିନ ମଧ୍ୟରେ ପାରଦ ପାଖାପାଖି ୪ ଡିଗ୍ରୀ ହ୍ରାସ ପାଇବ ବୋଲି ଜଣାପଡ଼ିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରୁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ଆରମ୍ଭ ହେବ। ପରବର୍ତ୍ତୀ ୨-୩ ଦିନ ମଧ୍ୟରେ ଅନେକ ସ୍ଥାନରେ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ।

Related Articles

Back to top button
WP Twitter Auto Publish Powered By : XYZScripts.com