ଓଡ଼ିଶା

ଓ୍ବାର୍ଲଡ ରାଇସ୍‌ ଇଣ୍ଡଷ୍ଟ୍ରି ଗ୍ଲୋବାଲ ସର୍ଭିସ୍‌ ଆଓ୍ବାର୍ଡ

ବିଶ୍ୱ ଚାଉଳ ଶିଳ୍ପରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଆ କୃଷି ବୈଜ୍ଞାନିକ ଡ. ସମରେନ୍ଦୁ ମହାନ୍ତିଙ୍କୁ ‘ଓ୍ବାର୍ଲଡ ରାଇସ୍‌ ଇଣ୍ଡଷ୍ଟ୍ରି ଗ୍ଲୋବାଲ ସର୍ଭିସ୍‌ ଆଓ୍ବାର୍ଡ’ ମିଳିବ। ଆସନ୍ତା ୨୮ରୁ ୩୦ ତାରିଖ ମଧ୍ୟରେ ଫିଲିପାଇନ୍ସର ସେବୁଠାରେ ହେବାକୁ ଥିବା ବିଶ୍ୱ ଚାଉଳ ସମ୍ମିଳନୀରେ ତାଙ୍କୁ ଏହି ଅନ୍ତର୍ଜାତୀୟ ସମ୍ମାନରେ ସମ୍ମାନିତ କରାଯିବ।

ଆନ୍ତର୍ଜାତିକ ଚାଉଳ ଗବେଷଣା ପ୍ରତିଷ୍ଠାନ(ଆଇଆର୍‌ଆର୍‌ଆଇ)ର ପୂର୍ବତନ ପ୍ରିନ୍ସିପାଲ ସାଇଣ୍ଟିଷ୍ଟ ତଥା ପ୍ରୋଗ୍ରାମ ଲିଡର ସମରେନ୍ଦୁ ମହାନ୍ତି ବର୍ତ୍ତମାନ ଆନ୍ତର୍ଜାତିକ ଆଳୁ କେନ୍ଦ୍ର(ସିଆଇପି)ରେ ଏସିଆ ଆଞ୍ଚଳିକ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com