Breaking NewsFeaturedଓଡ଼ିଶା

୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି

୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ ୩୦ଟି ସରକାରୀ ଛୁଟି ଦିବସ ରହିଛି।

ଚଳିତ ୨୦୨୩ କ୍ୟାଲେଣ୍ଡର ବର୍ଷରେ ୨୭ଟି ସରକାରୀ ଛୁଟିଦିବସ ରହିଛି। ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ପଡ଼ିଥିବାବେଳେ ରବିବାର ଓ ଶନିବାରରେ ୩ଟି ଇଚ୍ଛାଧୀନ ଛୁଟିଦିନ ପଡ଼ିଛି।

Related Articles

Back to top button
WP Twitter Auto Publish Powered By : XYZScripts.com