Breaking NewsFeaturedବିଜ୍ଞାନ ଓ ପ୍ରଯୁକ୍ତି

ମୟୁରଭଞ୍ଜ ଜିଲ୍ଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍‍କୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି

ମୟୁରଭଞ୍ଜ ଜିଲ୍ଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍‍କୁ ଏକ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ଅର୍ଥରାଶି ମଞ୍ଜୁର କରିଥିବା ନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ତଥା ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଏକ ପତ୍ର ଲେଖି ଜଣାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com