Breaking NewsFeaturedରାଜନୀତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମିଲେଟ୍‌‌ ସମ୍ୱନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ ଆରମ୍ଭ ହୋଇଯାଇଛି

ଗୁରୁବାର ଠାରୁ ଦୁଇଦିନିଆ ମିଲେଟ୍‌‌ ସମ୍ୱନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ ସ୍ଥାନୀୟ ଜନତା ମଇଦାନରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌‌ଘାଟନ କରିଛନ୍ତି।

ସମ୍ମିଳନୀରେ ମିଲେଟ୍‌‌ ଚାଷ, ବୈଷିୟକ ଅଧିବେଶନ, ନୀତି ନିର୍ଦ୍ଧାରଣ ନିମନ୍ତେ ରାଉଣ୍ଡଟେବୁଲ୍‌‌ ବୈଠକ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍‌‌ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ମିଳିତ ଜାତିସଂଘର ବିଭିନ୍ନ ସଂସ୍ଥା, ବିଭିନ୍ନ ଦେଶର ଦୂତାବାସର କର୍ମକର୍ତ୍ତା ଏବଂ ବିଭିନ୍ନ ରାଜ୍ୟର କୃଷି ସଚିବଙ୍କ ସମେତ ଅନେକ ପ୍ରତିନିଧି ଯୋଗଦେବେ।

Related Articles

Back to top button
WP Twitter Auto Publish Powered By : XYZScripts.com