Breaking NewsFeaturedରାଜନୀତି

ଖୁବଶୀଘ୍ର ବରଗଡ଼ ଜିଲ୍ଲାବାସୀଙ୍କ ସ୍ୱପ୍ନ ପୂରଣ ହେବାକୁ ଯାଉଛି

ଖୁବଶୀଘ୍ର ବରଗଡ଼ ଜିଲ୍ଲାବାସୀଙ୍କ ସ୍ୱପ୍ନ ପୂରଣ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଡ୍ରିମ ପ୍ରକଳ୍ପ ଭାବେ ପରିଚିତ ବରଗଡ ଜିଲ୍ଲାର ଗଙ୍ଗାଧର ମେହେର ଉଠା ସେଚନ ପ୍ରକଳ୍ପ ଆସନ୍ତା ଡିସେମ୍ବର ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ ହେବାକୁ ଯାଉଛି।

ପାଇପ ଲାଇନ ଜଳସେଚନରେ ଏହା ଦେଶର ସର୍ବବୃହତ ପ୍ରକଳ୍ପ ଭାବେ ଉଭା ହେବାକୁ ଯାଉଛି। ତେବେ, ଆସନ୍ତା ୨୫ ତାରିଖ ପରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ଏହାର ଲୋକାର୍ପଣ କରିବାକୁ ଜଳସେଚନ ବିଭାଗ ରାଜ୍ୟ ସରକାରଙ୍କ ଅନୁମତି ଲୋଡିଛି।

Related Articles

Back to top button
WP Twitter Auto Publish Powered By : XYZScripts.com