କ୍ରୀଡ଼ା

ଆଜି ସାରା ଦେଶ ପାଳନ କରିବ ଆଲୋକର ପର୍ବ ଦୀପାବଳି

ଆଜି ସାରା ଦେଶ ପାଳନ କରିବ ଆଲୋକର ପର୍ବ ଦୀପାବଳି । ଆଉ ଭାରତ ନେଦରଲାଣ୍ଡ ବିପକ୍ଷରେ ବିଶ୍ବକପର ଶେଷ ଲିଗମ୍ୟାଚ ଖେଳିବାକୁ ପଡ଼ିଆକୁ ଓହ୍ଲାଇ । ମ୍ୟାଚରେ ସମସ୍ତଙ୍କ ନଜର ବିରାଟ କୋହଲିଙ୍କ ଉପରେ ରହିବ ।

କାରଣ, ଫୁଲ ଫର୍ମରେ ଥିବା କୋହଲି କାଲିର ମ୍ୟାଚରେ ଆଉ ଏକ ଶତକୀୟ ପାରି ଖେଳି ମାଷ୍ଟର ବ୍ଲାଷ୍ଟର ସଚିତ ତେନ୍ଦୁଲକରଙ୍କୁ ପଛରେ ପକାଇ ଦିନିକିଆ କ୍ରିକେଟରେ ପ୍ରଥମ ଖେଳାଳି ଭାବେ ୫୦ ଶତକ କରିବାର ରେକର୍ଡ ନିଜ ନାଁରେ କରିବାକୁ ଚାହିଁବେ ।

Related Articles

Back to top button
WP Twitter Auto Publish Powered By : XYZScripts.com