ଓଡ଼ିଶା

ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ। ୧୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଅନ୍ୟପକ୍ଷେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com