ଓଡ଼ିଶା

ଛାତ୍ରଛାତ୍ରୀଙ୍କୁ ଅନଲାଇନରେ ଶିକ୍ଷା ଦେବା ପାଇଁ ଶିକ୍ଷକଙ୍କୁ ଟାବଲେଟ୍ ପ୍ରଦାନ

ଛାତ୍ରଛାତ୍ରୀଙ୍କୁ ଅନଲାଇନରେ ଶିକ୍ଷା ଦେବା ପାଇଁ ଶିକ୍ଷକଙ୍କୁ ଟାବଲେଟ୍ ପ୍ରଦାନ କରାଯିବ । ଏନେଇ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି ।

ଶିକ୍ଷକଙ୍କୁ ତାଲିମ୍ ପ୍ରଦାନ ଲକ୍ଷ୍ୟରେ ୯୬ ହଜାର ଟାବଲେଟ୍ କିଣାଯିବ ବୋଲି ଗତ ମାସରେ ବିଭାଗ ପକ୍ଷରୁ କୁହାଯାଇଥିଲା । ରାଜ୍ୟ ସରକାର ଟାବଲେଟ୍ କ୍ରୟ ପାଇଁ ୨୭୫୯ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com