ଜାତୀୟ

ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲଟି ରବିବାର ଭୁଶୁଡ଼ି ପଡ଼ିଲା

ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଏଥିରେ ୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ଜଣାପଡ଼ିଛି। ଏହି ଶ୍ରମିକମାନଙ୍କ ପରିଚୟ ମିଳିଛି।

ସେମାନେ ହେଲେ ନବରଙ୍ଗପୁରର ଭଗବାନ ଭତ୍ରା, ମୟୂରଭଞ୍ଜର ବିଶ୍ୱେଶ୍ୱର ନାୟକ ଏବଂ କୁଲଡିହାର ରାଜୁ ନାୟକ, ବଡ଼କୁଦାର ଧୀରେନ ଏବଂ ଶଙ୍କର୍ଷଣପୁରର ତପନ ମଣ୍ଡଳ। ତେବେ ଟନେଲ ଭିତରେ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ଏନ୍‌ଡିଆରଏଫ୍‌, ଏସ୍‌ଡିଆର୍‌ଏଫ୍‌ ଏବଂ ପୋଲିସ ସୁରକ୍ଷା ବଳ ଦାୟିତ୍ୱରେ ନିୟୋଜିତ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com