ଓଡ଼ିଶା

ନିୟମିତ ଟ୍ରେନରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କ ସୁବିଧା

ନିୟମିତ ଟ୍ରେନରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଛଟ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି ।

ପୁରୀ-ପାଟନା ସ୍ପେଶାଲ୍ ଟ୍ରେନ୍ ଭାବରେ ଚଳାଚଳ କରିବ ଏବଂ ସୋମବାର ଏବଂ ବୁଧବାର ଦିନ ପୁରୀ ଠାରୁ ରାତ୍ରି ୧୧ ଟା ୩୦ରେ ଛାଡି ପାଟଣା ଯାତ୍ରା କରିବ । ଫେରିବା ମାର୍ଗରେ ଏହି ଟ୍ରେନ ପାଟନା-ପୁରୀ ସ୍ପେଶାଲ୍ ଭାବରେ ଚଳାଚଳ କରିବ ।

Related Articles

Back to top button