ଓଡ଼ିଶା

୧୦ ହଜାର ଟଙ୍କାର ତଣ୍ଡ ଦେବେ ବିଧାୟକ ମହମ୍ମଦ ମୋକିମ୍

୧୦ ହଜାର ଟଙ୍କାର ତଣ୍ଡ ଦେବେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ । ୨୦୧୯ ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି ସମୟରେ ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ମୋକିମ୍ ୨୦୧୯ ନିର୍ବାଚନରେ ଅନିୟମିତତା କରିଥିବା ନେଇ ଅଭିଯୋଗ କରି ହାଇକୋର୍ଟରେ ମାମଲା ରୁଜୁ କରିଥିଲେ ବିଜେଡିର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ । ହେଲେ ସ୍ୱାସ୍ଥ୍ୟଗତ ସମସ୍ୟାରୁ ୧୫ଦିନ ସମୟ ମାଗିବାରୁ କୋର୍ଟ ମୋକିମଙ୍କ ଉପରେ ଏହି ଫାଇନ ଲଗାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com