ଓଡ଼ିଶା

ଜାଲ୍ ସାର୍ଟିଫିକେଟରେ ଚାକିରି କରି ବନ୍ଧା ହେଲେ ବିଜ୍ଞାନ ଶିକ୍ଷକ

ଜାଲ୍ ସାର୍ଟିଫିକେଟରେ ଚାକିରି କରି ବନ୍ଧା ହେଲେ ବିଜ୍ଞାନ ଶିକ୍ଷକ । ଗିରଫ ଶିକ୍ଷକ ହେଲେ ବଲାଙ୍ଗିର ଆଗଲପୁର ବ୍ଲକ ଡୁଡୁକା ପଲ୍ଲିଶ୍ରୀ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଭକ୍ତ ଚରଣ ସେଠ ।

ସେ ଗତ ୨୦୨୨ ମସିହାରେ ଜାଲ ବି.ଇ.ଡ଼ି ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ହୋଇଛି । ଯେଉଁ ୟୁନିଭରସିଟି ନାଁରେ ସେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିଲେ ସେଠାରୁ ଯାଞ୍ଚ ପରେ ସାର୍ଟିଫିଟିକେଟ୍ ନକଲି ବୋଲି ଜଣାପଡିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com