ଓଡ଼ିଶା

ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର

ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ପ୍ରତି ହସ୍ପିଟାଲରେ ବଢ଼ିବ ମେଡିକାଲ ଶଯ୍ୟା ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ୍‌ ଅଛି ।

ସରକାରୀ ହସ୍ପିଟାଲରେ ୪୫ ହଜାରରୁ ୫୦ ହଜାରକୁ ବେଡ୍‌ ସଂଖ୍ୟା ବୃଦ୍ଧି କରିବାକୁ ଯୋଜନା ହୋଇଛି । ସେହିପରି ସବୁ PHCରେ ୨୪ ଘଣ୍ଟିଆ ସେବା ପାଇଁ ୬ଟି ବେଡ୍‌ ରହିବ । ରାଜ୍ୟରେ ଖୋଲିବ ନୂତନ ୩୦୬ PHC । ବର୍ତ୍ତମାନ ରାଜ୍ୟରେ ୧୨୩୬ଟି PHC ଅଛି ।

Related Articles

Back to top button
WP Twitter Auto Publish Powered By : XYZScripts.com