Breaking NewsFeaturedଓଡ଼ିଶା

୧୩ ବର୍ଷ ପରେ ନନ୍ଦନକାନନରେ ଚାଲିବ ରୋପ୍‌‌ୱେ

୧୩ବର୍ଷ ଧରି ବନ୍ଦ ହୋଇ ପଡ଼ିଥିବା ରୋପ୍‌‌ୱେ ଚାଲିବା ଖବର ଶୁଣିବା ମାତ୍ରେ ପର୍ଯ୍ୟଟକଙ୍କ ମନରେ ଖୁସିର ଲହରି ଖେଳିଯାଇଛି। ରୋପ୍‌‌ୱେ ବ୍ୟବସ୍ଥାରେ ଅତ୍ୟାଧୁନୀକରଣ କରାଯାଇଛି। ଏହି କ୍ୟାବିନ୍‌‌ର କ୍ଷମତା ୪ଜଣ ଏବଂ ଏଥିରେ ଏକକାଳୀନ ୧୨ଟି କ୍ୟାବିନ୍‌‌ କାମ କରିବ।

ଏହିପରି ୪୮ଜଣ ଏକା ସମୟରେ ଗତି କରିପାରିବେ ଏହି ରୋପ୍‌‌-ୱେରେ। ରୋପ୍‌‌-ୱେର ମଜା ନେବା ପାଇଁ ଟିକଟ ବାବଦକୁ ଜଣ ପିଛା ୧୨୦ଟଙ୍କା ଆଦାୟ କରାଯିବ। ରୋପ୍‌‌-ୱେରେ ଦୈନିକ ପ୍ରାୟ ୩ହଜାର ପର୍ଯ୍ୟଟକ ଯିବାଆସିବା କରିବାର ବ୍ୟବସ୍ଥା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com