ଅନ୍ତର୍ଜାତୀୟ

ଶରଣାର୍ଥୀ ଶିବିରରେ ଏୟାର ଷ୍ଟ୍ରାଇକ

ଗାଜାର ଜବାଳିଆ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ କରିଛି। ଏଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି।

ପାଲେଷ୍ଟାଇନ ନ୍ୟୁଜ ଏଜେନ୍ସିର ରିପୋର୍ଟ ଅନୁଯାୟୀ ଆବାସିକ କୋଠାକୁ ଲକ୍ଷ୍ୟ କରି କରାଯାଇଥିବା ଆକ୍ରମଣରେ ଅତି କମରେ ୧୮ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।

ଇସ୍ରାଏଲର ଏୟାର ଷ୍ଟ୍ରାଇକ ଫାଲୌଜାଙ୍କୁ ଟାର୍ଗେଟ କରି ଆଉ ତିନି ଜଣ ସାଧାରଣ ନାଗରିକଙ୍କୁ ହତ୍ୟା କରିଛି ବୋଲି ପାଲେଷ୍ଟାଇନ ୱାଫା ନ୍ୟୁଜ ଏଜେନ୍ସି ରିପୋର୍ଟ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com