Breaking NewsFeaturedଅନ୍ତର୍ଜାତୀୟଓଡ଼ିଶା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ମିଧିଲି’।

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ମିଧିଲି’। ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି । ପାରାଦୀପ ଠାରୁ ୧୯୦, ଦୀଘା ଠାରୁ ୨୦୦ କିମି ଦୂରରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବାଂଲାଦେଶ ଉପକୂଳ ଛୁଇଁବ।

ବିଳମ୍ବିତ ରାତି କିମ୍ବା ଭୋର୍ ସୁଦ୍ଧା ଖେପୁପରା ଉପକୂଳ ଛୁଇଁବ ବୋଳି ପାଣିପାଗ ବିଭାଗ ଆକଳନ କରିଛି। ତେବ ବାତ୍ୟା ହେଲେ ମଧ୍ୟ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ରହିବ ନାହିଁ।

Related Articles

Back to top button
WP Twitter Auto Publish Powered By : XYZScripts.com