ଅନ୍ୟାନ୍ୟ

ବର୍ଷା ହେବାର ସମ୍ଭାବନା

ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com