ଅନ୍ୟାନ୍ୟ

ଅବସର ନେଲେ ପୁଲିସ ଡିଜି

ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି ମିଳିଛି। ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲଙ୍କୁ ଅବସର ଅନୁମତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ସୁନୀଲ ବଂଶଲ ଅବସର ନେବାକୁ ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି।

ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ ୨୦୨୧ ଡିସେମ୍ବରରେ ଓଡ଼ିଶାର ପୁଲିସ ଡିଜି ଭାବେ ଦାୟିତ୍ବ ନେଇଥିଲେ ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲ।

Related Articles

Back to top button
WP Twitter Auto Publish Powered By : XYZScripts.com