ଓଡ଼ିଶା

ନଭେମ୍ବର ୨୬ ରେ ପରୀକ୍ଷା

ଓଡ଼ିଶା ପୁଲିସ୍ ସବ୍-ଇନ୍ସପେକ୍ଟର ପରୀକ୍ଷା-୨୦୨୧ ଆସନ୍ତା ନଭେମ୍ବର ୨୬ ତାରିଖରେ ରାଜ୍ୟର ସମସ୍ତ ଜିଲ୍ଲାରେ ଓଏମ୍‌ଆର୍ ପ୍ରଣାଳୀରେ କରାଯିବ।

ଏନେଇ ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଏହି ପରୀକ୍ଷା ପାଇଁ ଯୋଗ୍ୟ ପ୍ରାର୍ଥୀମାନଙ୍କ ଆଡମିଟ୍ କାର୍ଡ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ଏକ ଗଣମାଧ୍ୟମ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।

Related Articles

Back to top button