ମନୋରଞ୍ଜନ

ବାପା ହେଲେ ଗ୍ରେଟ୍‌ ଖଲି

ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ଦିଲୀପ ସିଂହ ରାଣା ଓରଫ ‘ଦ ଗ୍ରେଟ୍‌ ଖଲି’ ବାପା ହୋଇଛନ୍ତି। ତାଙ୍କ ଘରକୁ କୁନି ରାଜକୁମାର ଆସିଛନ୍ତି।

ସୋସିଆଲ ମିଡିଆରେ ଖଲି ଶେୟାର କରିଥିବା ଏକ ରିଲ୍‌ରେ ପୁଅକୁ କଙ୍ଗାରୁ କେୟାର ଦେଉଥିବା ଦେଖାଯାଇଛି। ଖୁସିଖବର ଶେୟାର କରି ଖଲି କହିଛନ୍ତି ‘ଆଜି ଆପଣମାନଙ୍କ ଆଶୀର୍ବାଦ ଯୋଗୁ ପୁତ୍ର ସନ୍ତାନ ପ୍ରାପ୍ତ ହୋଇଛି’। ତେବେ ଉକ୍ତ ଭିଡିଓ ଏବେ ବେଶ ଭାଇରାଲ ହେଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com