Breaking Newsକ୍ରୀଡ଼ା

ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ

ରବିବାର ଦିନ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ବିଶ୍ୱକପ ୨୦୨୩ର ଫାଇନାଲରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ମୁହାଁମୁହିଁ ହେବେ।

କିନ୍ତୁ ଏହି ଟାଇଟଲ୍ ମ୍ୟାଚ୍ ପୂର୍ବରୁ ଉଭୟ ଦଳ ଏକ ସ୍ୱତନ୍ତ୍ର ରାତ୍ରୀ ଭୋଜନ ନିମନ୍ତ୍ରଣ ପାଇଛନ୍ତି। ସାବରମତି ନଦୀରେ ନିର୍ମିତ ନଦୀ କ୍ରୁଜରେ ଉଭୟ ଦଳଙ୍କୁ ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ କରାଯାଇଛି। ଭାରତୀୟ କ୍ରିକେଟ୍ ବୋର୍ଡ ଏବଂ ଗୁଜୁରାଟ କ୍ରିକେଟ୍ ଆସୋସିଏସନ୍ ଫାଇନାଲ୍ ମ୍ୟାଚ୍ ସ୍ୱତନ୍ତ୍ର କରିବାକୁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com