Breaking Newsଓଡ଼ିଶା

ମେଟ୍ରୋ ରେଳ ପାଇଁ ଚୁକ୍ତି

ଓଡିଶା ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଖୁସି ଖବର । ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ମଧ୍ୟରେ ଚୁକ୍ତି ସ୍ଵାକ୍ଷରିତ ହୋଇଛି । ଭର୍ଚୁଆଲ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ଵାକ୍ଷରିତ ହୋଇଛି ।

ଏହି ପ୍ରକଳ୍ପ ପାଇଁ ମୋଟ ୬୨୫୫ କୋଟି ଟଙ୍କା ବ୍ୟୟ ହେବ । ତେବେ ଏହି ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସୂଚନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com