ଓଡ଼ିଶା

ମହାନଦୀରେ ରାଉତପଡା ବ୍ୟାରେଜ

କଟକ ଜିଲାର ସୁବଳୟା ଓ ନୟାଗଡ଼ ଜିଲା ଗଣିଆ ବ୍ଲକର ରାଉତପଡାକୁ ସଂଯୋଗ କରି ମହାନଦୀରେ ହେବ ରାଉତପଡା ବ୍ୟାରେଜ ।

ଏଥିପାଇଁ ୧୫୭୨ କୋଟି ଟଙ୍କା ମଞ୍ଜୁର କରିବାକୁ ରାଜ୍ୟ ସରକାରଙ୍କୁ ନୟାଗଡ଼ ଜିଲା ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି । ନୟାଗଡ଼ ଜିଲାର ପାନୀୟ ଜଳ ସମସ୍ୟାକୁ ଏଡାଇବା ପାଇଁ ଏହି ବ୍ୟାରେଜ ନିର୍ମାଣ କରିବାକୁ ଜଳସମ୍ପଦ ବିଭାଗ ନିଷ୍ପତ୍ତି ନେଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com