Breaking NewsFeaturedଅନ୍ତର୍ଜାତୀୟ

ଟେସଲା ସହିତ ବଡ଼ ଚୁକ୍ତି

ବିଶ୍ୱର ଏକ ନମ୍ବର ଧନୀ ଏଲନ ମସ୍କଙ୍କ ଇଲେକ୍ଟ୍ରିକ୍ କାର୍ ନିର୍ମାଣ କରୁଥିବା କମ୍ପାନୀ ଟେସଲା ସହିତ ବଡ଼ ଚୁକ୍ତି କରିବାର ନିକଟତର ହୋଇଛନ୍ତି।

ଏହି ଚୁକ୍ତି ଅନୁଯାୟୀ ଟେସଲା ଭାରତକୁ ଏହାର କାର୍ ଆମଦାନୀ କରିବାକୁ ଅନୁମତି ପାଇବ ଏବଂ ଆଗାମୀ ଦୁଇ ବର୍ଷ ମଧ୍ୟରେ ଭାରତରେ ଏହାର କାର୍ ନିର୍ମାଣ ପାଇଁ ରାସ୍ତା ବାହାରିବ ବୋଲି ରିପୋର୍ଟରୁ ଜଣା ପଡିଛି। ଜାନୁଆରୀ ମାସରେ ଗୁଜରାଟରେ ହେବାକୁ ଥିବା ‘ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ସମିଟ୍’ରେ ଏହି ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି।

Related Articles

Back to top button