ଅନ୍ତର୍ଜାତୀୟ

କ୍ଷେପଣାସ୍ତ୍ର ପରୀକ୍ଷା କରିବେ

ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସତାନ-୨ କ୍ଷେପଣାସ୍ତ୍ର ପରୀକ୍ଷା କରିବାକୁ ଯାଉଛନ୍ତି । ଯାହାକୁ ପାଶ୍ଚାତ୍ୟ ଦେଶମାନଙ୍କର ‘କାଳ’ ବୋଲି କୁହାଯାଏ । ଏହି କ୍ଷେପଣାସ୍ତ୍ରକୁ ହାଇପରସୋନିକ୍ ବେଗରେ ଆକ୍ରମଣ କରିବା ପାଇଁ ପରିକଳ୍ପନା କରାଯାଇଛି ।

ଏହି କ୍ଷେପଣାସ୍ତ୍ରର ଭୟ ଏତେ ଯେ ଆମେରିକା ନିଜର ଗୁପ୍ତଚର ବିମାନରୁ ରୁଷର ଏହି ପରୀକ୍ଷଣ ଉପରେ ତୀକ୍ଷଣ ନଜର ରଖିଛି ।ୟୁକ୍ରେନ ସହ ଯୁଦ୍ଧ ଏବଂ ନାଟୋ ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ବିଶ୍ୱର ସର୍ବବୃହତ କ୍ଷେପଣାସ୍ତ୍ର ସତାନ-୨ ପରୀକ୍ଷା କରିବାକୁ ଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com