Breaking Newsଅନ୍ୟାନ୍ୟ

୨୬ ରେ ଲଘୁଚାପର ରୂପ

ଆସନ୍ତା ୨୫ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ ।

ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଘୂର୍ଣ୍ଣିବଳୟ ୨୬ ତାରିଖ ଆଡକୁ ଲଘୁଚାପର ରୂପ ନେବା ପରେ ୨୭ରେ ଅବପାତରେ ପରିଣତ ହୋଇପାରେ ।

କ୍ରମେ ଏହା ପଶ୍ଚିମ ଉତ୍ତର- ପଶ୍ଚିମ ଦୁଗରେ ଗତି କରିବା ବୋଲି ଅନୁମାନ କରାଯାଉଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com