ଅନ୍ୟାନ୍ୟ

୪ ଜଣଙ୍କ ବିରୋଧରେ ଆକ୍ସନ

ଆତଙ୍କବାଦୀ କାର୍ଯ୍ୟକଳାପ ବିରୋଧରେ କଡା ପଦକ୍ଷେପ ଲାଗୁ କରିବାକୁ ଜମ୍ମୁ-କଶ୍ମୀର ସରକାର ପ୍ରମୁଖ ପଦକ୍ଷେପ ନେଇଛନ୍ତି। ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ ହୋଇଛି।

ଆତଙ୍କବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗରେ ଡାକ୍ତର, ପୋଲିସ କନଷ୍ଟେବଳ, ଜଣେ ଶିକ୍ଷକ ଏବଂ ଲାବୋରେଟୋରୀ ଦାୟିତ୍ୱରେ ଥିବା ଉଚ୍ଚଶିକ୍ଷା ବିଭାଗର ଜଣେ କର୍ମଚାରୀଙ୍କ ସମେତ ଚାରିଜଣଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପୋଲିସ ଏବଂ ଅନୁସନ୍ଧାନକାରୀ ସଂସ୍ଥା ଏହି ଘଟଣାର ତଦନ୍ତ କରୁଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com