Featuredଐତିହ୍ୟ ଓ ସଂସ୍କୃତି

ପଞ୍ଚୁକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ପବିତ୍ର କାର୍ତ୍ତିକମାସର ପଞ୍ଚୁକ ବ୍ରତ ଆଜି ଠାରୁ ଆରମ୍ଭ ହେଉଛି। ପୁରୀ ଶ୍ରୀମନ୍ଦିରରେ ପଂଚୁକ ବ୍ରତରେ ଶ୍ରଦ୍ଧାଳୁମାନେ ଶୃଙ୍ଖଳିତ ଦର୍ଶନ କରିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଭିଡକୁ ଦୃଷ୍ଟିରେ ରଖି ମରିଚିକୋଟ ଛକଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଅସ୍ଥାୟୀ ବାରିକେଡ ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିବେ। ବରିଷ୍ଠ ନାଗରିକ, ମହିଳା ଓ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com