ଜାତୀୟ

ସଚିନ ତେନ୍ଦୁଲକରଙ୍କୁ ମଧ୍ୟ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ନିମନ୍ତ୍ରଣ ମିଳିଛି

ଜାନୁଆରି ୨୨ରେ ହେବ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ । ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ମଧ୍ୟ ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ନିମନ୍ତ୍ରଣ ମିଳିଛି ।

କ୍ରିକେଟର ‘ଭଗବାନ’ କୁହାଯାଉଥିବା ସଚିନ ତାଙ୍କ କ୍ୟାରିୟରରେ ଅଗଣିତ ରେକର୍ଡ ହାସଲ କରିଛନ୍ତି । ପୂର୍ବରୁ କିଛି ବଲିଉଡ କଳାକାରଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ଏବେ ସଚିନଙ୍କୁ ପ୍ରାଣ ପ୍ରତିଷ୍ଠା ପାଇଁ ନିମନ୍ତ୍ରଣ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com