ଅନ୍ୟାନ୍ୟ

ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି

ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି ରାଜ୍ୟପାଳ ତାଙ୍କ କୌଣସି ବିଲକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଚାରାଧୀନ ରହିପାରିବେ ନାହିଁ।

ସୁପ୍ରିମକୋର୍ଟ କହିଛନ୍ତି ରାଜ୍ୟପାଳଙ୍କର ସାମ୍ବିଧାନିକ ଶକ୍ତି ଅଛି କିନ୍ତୁ ସେ ଏହି କ୍ଷମତାକୁ ରାଜ୍ୟ ସରକାରଙ୍କ ଆଇନ ପ୍ରଣୟନ କ୍ଷେତ୍ରରେ ଅପବ୍ୟବହାର କରିପାରିବେ ନାହିଁ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦଚୂଡ, ବିଚାରପତି ଜେବି ପାରଦୀଓ୍ବାଲା ଏବଂ ମନୋଜ ମିଶ୍ରଙ୍କ ବେଞ୍ଚ ଏହା କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com