ଅନ୍ୟାନ୍ୟ

ଶ୍ରମିକମାନଙ୍କୁ ତୁରନ୍ତ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯିବ

ଗତ ୧୩ ଦିନ ଧରି ଉତ୍ତରାଖଣ୍ଡରେ ଭୁଶୁଡ଼ିଥିବା ସିଲ୍‌କ୍ୟାରା ଟନେଲରେ ଫସି ରହିଥିବା ଶ୍ରମିକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଚିନ୍ତିତ ଅଛନ୍ତି। ଶୁକ୍ରବାର ସେ ପୁଣିଥରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ଡାକି ରିଲିଫ ଓ ଉଦ୍ଧାର କାର୍ଯ୍ୟ ଉପରେ ଅପଡେଟ୍‌ ନେଇଥିଲେ।

ଏହା ସହିତ ଶ୍ରମିକମାନଙ୍କୁ ତୁରନ୍ତ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯିବା ପରେ ସେମାନଙ୍କୁ ଘରକୁ ପଠାଇବା ପାଇଁ ବ୍ୟବସ୍ଥା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com