Featuredଓଡ଼ିଶା

ରେଭେନ୍ସାକୁ A++ ମାନ୍ୟତା

ରାଜ୍ୟର ପ୍ରଥମ ସରକାରୀ ବିଶ୍ବବିଦ୍ୟାଳୟ ଭାବେ କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟକୁ NAAC A++ ମାନ୍ୟତା ମିଳିଛି। NAAC(National Assessment and Accreditation Council)ଟିମର ପରିଦର୍ଶନ ପରେ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି ।

ନାକ୍‌ର ଏକ ୫ ଜଣିଆ ଟିମ୍ ଗତ ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଧ୍ୟାନ କରିଥିଲେ । ଏହାପରେ ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି।

Related Articles

Back to top button
WP Twitter Auto Publish Powered By : XYZScripts.com