ଅନ୍ୟାନ୍ୟ

ଗଜପତିରେ ମହାବଳ ବାଘ

ଗଜପତିରେ ଘୁରି ବୁଲୁଛି ମହାରାଷ୍ଟ୍ରର ମହାବଳ ବାଘ । ୪ଟି ରାଜ୍ୟ ଡେଇଁ ମହାରାଷ୍ଟ୍ରରୁ ଓଡ଼ିଶା ଆସିଲା ମହାବଳ । ପାରଳାଖେମୁଣ୍ଡିରେ ଦେଖାଦେଇଥିବା ମହାବଳ ବାଘଟି ମହାରାଷ୍ଟ୍ର ଚନ୍ଦ୍ରପୁର ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନର ବୋଲି ଜଣାପଡିଛି ।

୨୦୨୧ ମସିହାରେ ଏହା ସେଠାକାର କ୍ୟାମେରା ଟ୍ରାପରେ ଆସିଥିଲା । ଏହା ୪ଟି ରାଜ୍ୟର ପାଖାପାଖି ୭୫୦ କିଲୋମିଟର ଅତିକ୍ରମ କରି ଓଡ଼ିଶାରେ ପହଞ୍ଚିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com