ମନୋରଞ୍ଜନ

ଆଲୁ ଅର୍ଜୁନ ନେଉନାହାନ୍ତି ଫି’

‘ପୁଷ୍ପା: ଦି ରାଇଜ୍‌’ ର ବ୍ଲକବଷ୍ଟର ସଫଳତା ପରେ ଏବେ ଫ୍ୟାନ୍ ଆଲୁ ଅର୍ଜୁନଙ୍କ ‘ପୁଷ୍ପା-୨: ଦି ରୁଲ୍‌’ର ରିଲିଜ୍‌କୁ ଅପେକ୍ଷା କରି ରହିଛନ୍ତି । ଏବେ ଫିଲ୍ମର ଶୁଟିଂ ପ୍ରାୟତଃ ସରିଯିବାକୁ ବସିଲାଣି ।

ତେବେ ଫିଲ୍ମକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । କୁହାଯାଉଛି କି ସୁକୁମାର ଦ୍ୱାରା ନିର୍ଦ୍ଦେଶିତ ଏହି ହିିଟ୍ ଫ୍ରାଞ୍ଚାଇଜର ଦ୍ୱିତୀୟ ଭାଗ ଲାଗି ଆଲୁ ଅର୍ଜୁନ କୌଣସି ଫି’ ନେଉନାହାନ୍ତି । କିନ୍ତୁ ସେ ନିର୍ମାତାଙ୍କ ସହ ଏପରି ଏକ ଡିଲ୍ କରିଛନ୍ତି ଯେଉଁଥିପାଇଁ ସେ ଏହି ଫିଲ୍ମରୁ କୋଟି କୋଟି ଟଙ୍କା ରୋଜଗାର କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com