ଅନ୍ୟାନ୍ୟ

ଜାପାନରେ ଗୁଜରାଟ ମୁଖ୍ୟମନ୍ତ୍ରୀ

ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଜାପାନରେ ପହଞ୍ଚିଛନ୍ତି। ଟୋକିଓ ବିମାନବନ୍ଦରରେ ପଟେଲଙ୍କୁ ଜାପାନରେ ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ସ୍ବାଗତ କରିଥିଲେ। ଭୂପେନ୍ଦ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସାମିଲ ଯୋଗ ଦେବେ।

ଭାଇବ୍ରାଣ୍ଟ ଗୁଜରାଟ ସମ୍ମିଳନୀ ପୂର୍ବରୁ ଜାପାନ ସହ ଭାଗିଦାରୀକୁ ମଜଭୁତ କରିବେ। ପଟେଲଙ୍କ ସହ ଆସିଥିବା ଏହି ପ୍ରତିନିଧି ଦଳରେ ବହୁ ବରିଷ୍ଠ ରାଜ୍ୟ ଅଧିକାରୀ, ଶିଳ୍ପପତି ଏବଂ ବ୍ୟବସାୟୀ ଅଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରଦୂତ ସିବି ଜର୍ଜ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com