Breaking NewsFeaturedଓଡ଼ିଶା

କଟକର ଐତିହାସିକ ବାଲିଯାତ୍ରା

ଆଜିଠାରୁ ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । ସପ୍ତାହେରୁ ଅଧିକ ସମୟ ଧରି ଲାଗିବ ମେଳା । ମହୋତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ପ୍ରସ୍ତୁତ ହୋଇଛି ସେଲଫି ଜୋନ । ଅଣ୍ଡର ୱାଟର ଟନେଲ ଆକ୍ୱାରିଆମର ବି ବ୍ୟବସ୍ଥା ରହିଛି । ଭିଡକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ବିଶେଷକରି ଟ୍ରାଫିକ୍ ବ୍ୟବସ୍ଥା ନିୟନ୍ତ୍ରଣ କରିବାକୁ ବିଶେଷ ଯୋଜନା କରିଛି କମିଶନରେଟ୍ ପୋଲିସ ।

Related Articles

Back to top button
WP Twitter Auto Publish Powered By : XYZScripts.com