ଅନ୍ତର୍ଜାତୀୟ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ଝଟ୍‌କା ଲାଗିଛି

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର ତାଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ସାଇଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫର ପ୍ରତିଷ୍ଠାତା ଇମ୍ରାନଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଇମ୍ରାନ ଖାନଙ୍କ ବ୍ୟତୀତ ଦେଶର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେଶୀଙ୍କୁ ମଧ୍ୟ ଏହି ମାମଲାରେ ସମାନ ବର୍ଷ ଦଣ୍ଡିତ କରାଯାଇଛି।

Related Articles

Back to top button