Breaking Newsଅନ୍ୟାନ୍ୟ

ବାତ୍ୟା ଆସିବା ନେଇ ଆଶଙ୍କା

ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ସୃଷ୍ଟି ହେବାକୁ ନେଇ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ଆସିବା ନେଇ ଆଶଙ୍କା କରାଯାଉଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି।

ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ମଲାକା ଷ୍ଟ୍ରେଟରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com