ଅନ୍ୟାନ୍ୟ

ଛାତ୍ରଙ୍କ ଉପରେ ପରିସ୍ରା କଲେ

ଉତ୍ତରପ୍ରଦେଶର ମିରଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ରଙ୍କୁ କେତେକ ଯୁବକ ମାଡ଼ ମାରିଥିଲେ। ପରେ ଛାତ୍ରଙ୍କ ଉପରେ ପରିସ୍ରା କରିଥିବା ଅଭିଯୋଗ ହୋଇଛି।

ଗତ ୧୩ ତାରିଖରେ ଏହି ଘଟଣା ଘଟିଥିବା ବେଳେ ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ଉତ୍ତରପ୍ରଦେଶ ପୋଲିସ ୭ ଜଣଙ୍କ ନାଁରେ ମାମଲା ରୁଜୁ କରିବା ସହ ଆଶିଷ ମଲିକ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଛାତ୍ର ଜଣକ ସମ୍ପର୍କୀୟଙ୍କ ଘରୁ ଫେରୁଥିବା ବେଳେ ତାଙ୍କୁ କେତେଜଣ ଯୁବକ ଅପହରଣ କରିନେଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com