ସ୍ୱାସ୍ଥ୍ୟ

ପିଜିଆଇଏମଆରରେ ମଡ୍ୟୁଲାର ଓଟି କମ୍ପେ୍ଲକ୍ସ ଲାର୍ଯ୍ୟକ୍ଷମ ହୋଇଛି।

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପିଜିଆଇଏମଆରରେ ମଡ୍ୟୁଲାର ଓଟି କମ୍ପେ୍ଲକ୍ସ ଲାର୍ଯ୍ୟକ୍ଷମ ହୋଇଛି। କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଡାକ୍ତର ଲକ୍ଷ୍ମୀଧର ସାହୁଙ୍କ ନିର୍ଦ୍ଦେଶରେ ଏହି ଅସ୍ତ୍ରୋପଚାର ହୋଇଥିବା ବେଳେ ଚିକିତ୍ସା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି ।

କୋରାପୁଟରରୁ ଆସିଥିବା ଜଣେ ରୋଗୀଙ୍କର ହସ୍ପିଟାଲରେ ପ୍ରଥମ କରି ଅସ୍ତ୍ରୋପଚାର କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com