ଅନ୍ୟାନ୍ୟ

ଏଣିକି ହାତପାଆନ୍ତାରେ ମିଳିବ ବ୍ୟାଙ୍କ ସେବା

ଏଣିକି ହାତପାଆନ୍ତାରେ ମିଳିବ ବ୍ୟାଙ୍କ ସେବା। ରାଜ୍ୟରେ ବ୍ୟାଙ୍କ ସେବାରୁ ବଞ୍ଚିତ ପଞ୍ଚାୟତରେ ଖୋଲିବ ଆମ ବ୍ୟାଙ୍କ। ପ୍ରତି ଗ୍ରାମପଞ୍ଚାୟତରେ ବ୍ୟାଙ୍କିଂ ସେବା ଯୋଗାଇ ଦେବାକୁ ଆଜି ଐତିହାସିକ ଆମ ବ୍ୟାଙ୍କ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ଅର୍ଥ ଓ ପଞ୍ଚାୟତିରାଜ ବିଭାଗର ଉଦ୍ୟମରେ ଆମ ବ୍ୟାଙ୍କ ସେବା ମିଳିବ।

ବ୍ୟାଙ୍କ ନଥିବା ୪ ହଜାର ୩୭୩ ପଞ୍ଚାୟତରେ ଖୋଲିବ CSP PLUS ବ୍ୟାଙ୍କିଂ ଆଉଟଲେଟ୍। ଏଥିରେ ୧୫ଗୋଟି ବ୍ୟାଙ୍କିଂ ସେବା ମିଳିପାରିବ।

Related Articles

Back to top button
WP Twitter Auto Publish Powered By : XYZScripts.com