ମନୋରଞ୍ଜନ

ରୋହିତ ବଳଙ୍କ ସ୍ବାସ୍ଥାବସ୍ଥା ଗୁରୁତର

ପ୍ରସିଦ୍ଧ ଫ୍ୟାଶନ ଡିଜାଇନର୍‌ ରୋହିତ ବଳଙ୍କ ସ୍ବାସ୍ଥାବସ୍ଥା ଗୁରୁତର ହୋଇଯାଇଛି ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଖବର ଅନୁଯାୟୀ, ତାଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ତାଙ୍କୁ ଏନସିଆରର ମେଦାନ୍ତ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇଛି।

ରୋହିତ ବଳଙ୍କ ସ୍ବାସ୍ଥ୍ୟ ବିଷୟରେ ଆସୁଥିବା ଖବର ବି-ଟାଉନ ସେଲିବ୍ରିଟ ଏବଂ ସେମାନଙ୍କ ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ରୋହିତଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସୁନାହିଁ। ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ସମସ୍ତେ ପ୍ରାର୍ଥନା କରୁଛନ୍ତି।

Related Articles

Back to top button