ମନୋରଞ୍ଜନ

ଦ୍ୱିତୀୟ ବିବାହ କରିଛନ୍ତି

ଦ୍ୱିତୀୟ ବିବାହ କରିଛନ୍ତି ‘ଇସ୍କ ମେ ମରଜାଓ୍ବା’ ଫେମ୍‌ ଅଭିନେତା ବିନୀତ ରାଇନା। ପ୍ରେମିକା ଅପେକ୍ଷାଙ୍କ ହାତ ଧରିଛନ୍ତି ସେ। ବିବାହ ପରେ ଉଭୟଙ୍କର କିଛି ଫଟୋ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ ନିଜର ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି।

ଏହାଛଡ଼ା ଏକାଧିକ ଫଟୋ ବେଶ ଭାଇରାଲ ହେଉଛି। ଫଟୋରେ ବିନୀତଙ୍କୁ ଖୁସି ସ୍ପଷ୍ଟ ବାରି ହୋଇଯାଉଛି। ବିନୀତ ୨୦୦୯ରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କୁ ବିବାହ କରିଥିଲେ। ବିବାହର ୨ ବର୍ଷ ପରେ ଉଭୟଙ୍କ ଛାଡ଼ପତ୍ର ହୋଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com