ସ୍ୱାସ୍ଥ୍ୟ

ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ

ଚାଇନାରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଆଗୁଆ ସଚେତନ ରହିବାକୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଯଦିଓ ଏହି ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ କିନ୍ତୁ ଆମ ରାଜ୍ୟରେ ଏଯାଏ ଏହା ଚିହ୍ନଟ ହୋଇନାହିଁ ।

ତେବେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟରେ ସର୍ଭେଲାନ୍ସ ବଢ଼େଇବା ସହ ପ୍ରତି ଜିଲାରେ କୋଭିଡ ଟେଷ୍ଟ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com